ଓଲିଉଡ ସୁପରଷ୍ଟାର ତଥା ପୂର୍ବତନ ଲୋକସଭା ସାଂସଦ ତଥା ବିଜେପି ନେତା ଅନୁଭବ ମହାନ୍ତି ଖୁବଶୀଘ୍ର ପୁଣି ଥରେ ବାହା ହେବେ । ସମସ୍ତ କଳ୍ପନାଜଳ୍ପନାର ଅନ୍ତ ହୋଇଛି । ଓଲିଉଡ ସୁପରଷ୍ଚାର ଅନୁଭବ ମହାନ୍ତି ଓ ଜାଗୃତି ଶୁକ୍ଳାଙ୍କର ନିର୍ବନ୍ଧ ହୋଇଛି । ଏ ବିଷୟରେ ଜାଗୃତି ନିଜ ଫେସ ବୁକ ଆକାଉଣ୍ଟ ରେ ପୋଷ୍ଟ କରିଛନ୍ତି । ଏବେ ନିର୍ବନ୍ଧର ଫଟୋ ଆସିବା ପରେ ଅନୁଭବ ଜାଗୃତିଙ୍କୁ ବିବାହ କରିବା ନେଇ ସ୍ପଷ୍ଟ ହୋଇଛି । ବର୍ଷାଙ୍କ ସହ ବିବାହ ବିଚ୍ଛେଦ ସମୟରେ ଜାଗୃତି ଶୁକ୍ଲାଙ୍କ ନାମ ଓ ଚେହେରା ଗଣମାଧ୍ୟମ ଏବଂ ଲୋକଙ୍କ ସାମ୍ନାକୁ ଆସିଥିଲା । Post navigation ହଷ୍ଟେଲରେ ବଢ଼ୁଛି ମୃତ୍ୟୁ ସଂଖ୍ୟା; ୮ ମାସରେ ୨୬ ଛାତ୍ରଛାତ୍ରୀଙ୍କ ମୃତ୍ୟୁ ୧ କୋଟିରୁ ଅଧିକ ମହିଳାଙ୍କ ଖାତାକୁ ଆସିଲା ‘ସୁଭଦ୍ରା’ ର ଦ୍ୱିତୀୟ କିସ୍ତି ଟଙ୍କା