ଭାରତୀୟ ଜନତା ପାର୍ଟିର ଅଭିଯୋଗ ପରେ ଚେତିଲା ବିଜେଡି । ଶଙ୍ଖ ଭବନରେ ବିଜୁ ପଟ୍ଟନାୟକଙ୍କ ଏକ ବିଶାଳ ପ୍ରତିମୂର୍ତ୍ତି ନିର୍ମାଣ ଯୋଜନା ରହିଛି କହିଲେ ବିଜେଡି ନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ । ବିଜୁ ବାବୁଙ୍କୁ ସମ୍ମାନ କଥା କହୁଥିବା ଦଳର ପାର୍ଟି ଅଫିସ୍ରେ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ଟିଏ ନାହିଁ ବୋଲି କହି ବିଜୁ ଜୟନ୍ତୀରେ ସମାଲୋଚନା କରିଥିଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ । ବିଜୁ ବାବୁଙ୍କୁ ବ୍ୟବହାର କରି ବିଜେଡି ରାଜନୀତି କରୁଛି ବୋଲି ସେ କହିଥିଲେ । Post navigation ଓଡ଼ିଶାରେ ମିଶିବା ଆମର ଭୁଲ୍ ଥିଲା କହିଲେ ଜୟନାରାୟଣ ବିଜେପି ସରକାରରେ ମହିଳାଙ୍କ ଆର୍ଥିକ ସ୍ୱାଧୀନତା ଦ୍ୱିଗୁଣିତ ହୋଇଛି: ପ୍ରଭାତୀ ପରିଡ଼ା