ବିଧାନସଭା ପ୍ରେସ୍ ଗ୍ୟାଲେରୀରେ ସାମ୍ବାଦିକଙ୍କୁ ମୋବାଇଲ୍ ମନା । ଗତକାଲି ବିଧାନସଭା ଭିତରେ ବିଧାୟକମାନଙ୍କର ମାରପିଟ୍ ଘଟଣାର ଭିଡିଓ ଭାଇରାଲ ହେବା ପରେ ସାମ୍ବାଦିକଙ୍କୁ ମୋବାଇଲ୍ ବାରଣ କରାଯାଇଥିବା ସୂଚନା । ସୂଚନା ଯୋଗ୍ୟ; ସାମ୍ବାଦିକମାନେ ଯେତେବେଳେ ବିଧାନସଭା ପ୍ରଶ୍ନକାଳକୁ ପ୍ରସାରଣ କରିବାକୁ ବିଧାନସଭାରେ ପହଞ୍ଚିଥିଲେ, ସେହି ସମୟରେ ସମସ୍ତ ଗଣମାଧ୍ୟମ ପ୍ରତିନିଧିଙ୍କୁ ଏକ ଲଫାପା ଦିଆଯିବା ସହିତ, ଏହି ଲଫାପାରେ ଫୋନ୍ ରଖି ପ୍ରେସ୍ ଗ୍ୟାଲେରୀକୁ ଯିବା ପାଇଁ କୁହାଯାଇଥିଲା । ଯାହା ଫଳରେ ଗଣମାଧ୍ୟମ ପ୍ରତିନିଧିମାନେ ମଧ୍ୟ ପ୍ରଶ୍ନକାଳକୁ ବୟକଟ୍ କରିଥିବା ଜଣାପଡିଛି । Post navigation ଆସନ୍ତା ୨୪ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ