PM Modi receives Mauritius' highest award
ମରିସସ୍ ଜାତୀୟ ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ମରିସସ୍‌ର ସର୍ବୋଚ୍ଚ ସମ୍ମାନ ‘ଦ ଗ୍ରାଣ୍ଡ କମାଣ୍ଡର ଅଫ୍ ଦ ଅର୍ଡର ଅଫ୍ ଦ ଷ୍ଟାର ଆଣ୍ଡ କି ଅଫ୍‌ ଦ ଇଣ୍ଡିଆନ ଓସେନ୍‌’ ସମ୍ମାନରେ ସମ୍ମାନୀତ କରାଯାଇଛି ।
 
ପ୍ରଧାନମନ୍ତ୍ରୀ ମୋଦୀ ଏହି ସମ୍ମାନ ପାଇବାରେ ପ୍ରଥମ ଭାରତୀୟ । ତେବେ ପ୍ରଧାନମନ୍ତ୍ରୀ ମୋଦୀ ଏହି ସମ୍ମାନକୁ ୧୪୦ କୋଟି ଭାରତୀୟଙ୍କୁ ଉତ୍ସଗୀକୃତ କରିଛନ୍ତି ।
 
ଏପର୍ଯ୍ୟନ୍ତ ୨୧ଟି ଦେଶ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସେମାନଙ୍କର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ କରିଛନ୍ତି ।
 

By Nirvay

Leave a Reply

Your email address will not be published. Required fields are marked *