ରାଜଧାନୀର ସାଲିଆସାହିରେ ଅବକାରୀ ବିଭାଗର ଚଢ଼ାଉ । ବେଆଇନ ଦେଶୀ ମଦ ଭାଟି ଉପରେ ଅବକାରୀ ବିଭାଗର ଚଢ଼ାଉ ହୋଇଛି। ଏହି ଚଢାଉ ବେଳେ ୫ ହାଜର ଲିଟର ପୋଚ ସହ ୧ ହାଜର ଲିଟର ଦେଶୀ ମଦ ନଷ୍ଟ କରିଛି ବିଭାଗ ଅବକାରୀ ବିଭାଗ । ଏହି ଘଟଣାରେ ୯ ଜଣଙ୍କୁ ଗିରଫ କରିଛି ଅବକାରୀ ବିଭାଗ । ୯ ଜଣଙ୍କ ମଧ୍ୟରୁ ୭ ଜଣ ମହିଳା ସହ ଦୁଇ ଜଣ ପୁରୁଷ ରହିଥିବା ଜଣାପଡିଛି । ଏବେବି ରେଡ୍ ଜାରି ରହିଥିବା ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *