ବୌଦ୍ଧ ବାରିଙ୍ଗି ଗାଁରେ ମହାବଳ ବାଘ ଆତଙ୍କ । ପୋଖରୀ ଖୋଳିବା ସମୟରେ ମୁଣ୍ଡେଶ୍ବର ଜଙ୍ଗଲ ଭିତରୁ ବାହାରିଲା ମହାବଳ । ବାଘକୁ ଦେଖିବା ପରେ ବାରିଙ୍ଗି ଗ୍ରାମବାସୀ ଭୟଭୀତ ହୋଇଯାଇଛନ୍ତି । ସେମାନେ ବନ ବିଭାଗକୁ ବାଘକୁ ଧରିବା ଏବଂ ସେମାନଙ୍କ ସୁରକ୍ଷା ପାଇଁ ଆବଶ୍ୟକୀୟ ପଦକ୍ଷେପ ନେବାକୁ ଅନୁରୋଧ କରିଥିଲେ । ଖବର ପାଇ ବୌଦ୍ଧ ବନଖଣ୍ଡ ମାଧପୁର ରେଞ୍ଜ ପକ୍ଷରୁ ଘଟଣାର ତଦନ୍ତ ଆରମ୍ଭ ହୋଇଛି। Post navigation ନବ ଦାସ ହତ୍ୟା ମାମଲା: ମୁଖ୍ୟମନ୍ତ୍ରୀଙ୍କ ସହ ସାକ୍ଷାତ ପାଇଁ ଇ-ମେଲ କଲେ ନବ ଦାସଙ୍କ ପତ୍ନୀ ପରଲୋକରେ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ, ବାସଭବନରେ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ