ଆଜି ବିଧାନସଭା ଗୃହରେ ଉଠିଲା ବ୍ରାଉନସୁଗାର ପ୍ରସଙ୍ଗ । ଦିନକୁ ଦିନ ବ୍ରାଉନସୁଗାର ହବ୍ ପାଲଟୁଛି ଓଡ଼ିଶା । ଆଜି ଗୃହରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଲିଖିତ ଉତ୍ତରରେ କହିଛନ୍ତି ୩ ବର୍ଷରେ ରାଜ୍ୟରେ ୭୭.୩୪୪ କେଜି ବ୍ରାଉନସୁଗାର ଜବତ ହୋଇଛି । ୫୯୨୦ଟି ମାମଲାରେ ଗିରଫ ହୋଇଛନ୍ତି ୭୨୮୯ ଜଣ । ସେହିପରି ୪୪୩୬.୭୬ କ୍ବିଣ୍ଟାଲ ଗଞ୍ଜେଇ ଜବତ ହୋଇଛି । Post navigation ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କୁ ଶେଷ ଦର୍ଶନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଜିଲାନ୍ସ ଜାଲରେ ବିଇଓ ଅଫିସ ଆକାଉଣ୍ଟାଣ୍ଟ