ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଡ଼ ଦେବେନ୍ଦ୍ର ପ୍ରଧାନଙ୍କୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଭୁବନେଶ୍ୱରସ୍ଥିତ ବାସଭବନରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ । ବିଜେଡି ସଭାପତି ନବୀନ ପଟ୍ଟନାୟକ ଦେବେନ୍ଦ୍ର ପ୍ରଧାନଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି । ଡ.ଦେବେନ୍ଦ୍ର ପ୍ରଧାନ ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ବରୁ ତତକାଳୀନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ମନ୍ତ୍ରିମଣ୍ଡଳରେ ସହଯୋଗୀ ଭାବେ ନିଜର କାର୍ଯ୍ୟ ତୁଲାଇଥିଲେ ବୋଲି ନବୀନ କହିଛନ୍ତି । Post navigation ବିଜେପି କାର୍ଯ୍ୟାଳୟରେ ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥିବ ଶରୀର ପଞ୍ଚଭୂତରେ ଲୀନ ହେଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ