ବହୁ ଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ଗତକାଲି ନବ ଦାସଙ୍କ ପରିବାରର ବୟାନ ରେକର୍ଡ ପରେ ଆକ୍ସନ ମୋଡରେ କ୍ରାଇମବ୍ରାଞ୍ଚ । ସାନି ତଦନ୍ତ ବେଳେ ଝାରସୁଗୁଡା ବିମାନ ବନ୍ଦରରେ ଖୋଳତାଡ କରୁଛି କ୍ରାଇମବ୍ରାଞ୍ଚ ଟିମ୍ । ଆଜି ସକାଳୁ ସକାଳୁ ଝାରସୁଗୁଡା ବିମାନ ବନ୍ଦରରେ ଖୋଳତାଡ କଲା କ୍ରାଇମବ୍ରାଞ୍ଚ ଟିମ୍ । ଗତକାଲି ବୟାନ ରେକର୍ଡ ପରେ ଖୋଳତାଡ କରିଥିଲା କ୍ରାଇମବ୍ରାଞ୍ଚ । କେତେବେଳେ, କିପରି ହୋଇଥିଲା ଏୟାରଲିଫ୍ଟ ସେନେଇ ତଦନ୍ତ ଆରମ୍ଭ କରିଛି କ୍ରାଇମବ୍ରାଞ୍ଚ । ଏୟାରଲିଫ୍ଟ ବେଳେ କିଏ ରହିଥିଲେ ସବୁକିଛିର ଖୋଳତାଡ ହୋଇଥିବା ସୂଚନା ରହିଛି । ବିମାନବନ୍ଦରରେ ଖୋଳତାଡ ପରେ ସରବାହାଲ ସ୍ଥିତ ବାସଭବନରେ କ୍ରାଇମବ୍ରାଞ୍ଚ ଟିମ୍ ପହଞ୍ଚିଛି । ସାନି ତଦନ୍ତର ଦ୍ବିତୀୟ ଦିନରେ ନବଙ୍କ ବାସଭବନରେ ଖୋଳତାଡ୍ କରୁଛି କ୍ରାଇମବ୍ରାଞ୍ଚ । Post navigation ଆଜିଠୁ ମାଟ୍ରିକ ଖାତାଦେଖା ଆରମ୍ଭ ହାଇକୋର୍ଟରେ ଆପାର୍ଟମେଣ୍ଟ ପଞ୍ଜୀକରଣ ମାମଲା; ଜବାବ ଦାଖଲ ପାଇଁ ସମୟ ନେଲେ ରାଜ୍ୟ ସରକାର