national-forensic-science-university-in-khordha
ଓଡ଼ିଶାକୁ କେନ୍ଦ୍ର ସରକାର ଆଉ ଏକ ବଡ଼ ଭେଟି ଦେଇଛନ୍ତି । ଖୋର୍ଦ୍ଧାରେ ନ୍ୟାସନାଲ୍‌ ଫୋରେନ୍‌ସିକ୍‌ ସାଇନ୍ସ ୟୁନିଭର୍ସିଟି ଖୋଲିବ ବୋଲି କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି ।
 
କାଲି ଗୃହ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଏନେଇ କୃତଜ୍ଞତା ଜଣାଇଛନ୍ତି ବିଜେପି ବିଧାୟକ ଈରାଶିଷ ଆଚାର୍ଯ୍ୟ ।
 
ଓଡ଼ିଶାରେ ନ୍ୟାସନାଲ ଫରେନସିକ୍ ସାଇନ୍ସ ୟୁନିର୍ଭସିଟିରେ ଓଡ଼ିଶାର ପିଲାମାନଙ୍କୁ ସାଇବର ସୁରକ୍ଷା ଉପରେ ଶିକ୍ଷା ପ୍ରଦାନ କରାଯିବ ।

By Nirvay

Leave a Reply

Your email address will not be published. Required fields are marked *