School & Mass Education
ମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶା ଦ୍ୱାରା ପରିଚାଳିତ ୨୦୨୪ ବର୍ଷର ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଏସଏସଟିଇଟି) ଫଳାଫଳ ପ୍ରକାଶ ପାଇଛି
 
ପରୀକ୍ଷାର୍ଥୀ ସେମାନଙ୍କ ପରୀକ୍ଷାଫଳ www.bseodisha.ac.in ୱେବସାଇଟରୁ ଜାଣିପାରିବେ ଏବଂ ଡିଜିଟାଲ ସାର୍ଟିଫିକେଟ ଡାଉନଲୋଡ୍‌ କରିପାରିବେ ।
 
ସୂଚନା ଅନୁଯାୟୀ ମୋଟ ୪୮୦୦୧ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ ।

By Nirvay

Leave a Reply

Your email address will not be published. Required fields are marked *