Heatwave Grips Odisha: Bhubaneswar Crosses 42°C, Jharsuguda Breaches 45°C
ଆଗକୁ ଗ୍ରୀଷ୍ମ ପ୍ରବାହ ପ୍ରଚଣ୍ଡ ହେବାକୁ ଯାଉଛି । ଏପ୍ରିଲରୁ ଜୁନ୍ ପର୍ଯ୍ୟନ୍ତ ଅଧିକାଂଶ ରାଜ୍ୟରେ ଭୀଷଣ ଗ୍ରୀଷ୍ମପ୍ରବାହ ହେବ ବୋଲି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ।
 
ସ୍ୱାଭାବିକଠାରୁ ଅଧିକ ଗ୍ରୀଷ୍ମପ୍ରବାହ ଦେଖିବାକୁ ମିଳିବାର ସମ୍ଭାବନା ଥିବା ରାଜ୍ୟଗୁଡ଼ିକ ମଧ୍ୟରେ ରାଜସ୍ଥାନ, ଗୁଜରାଟ, ହରିୟାଣା, ପଞ୍ଜାବ, ମଧ୍ୟ ପ୍ରଦେଶ, ମହାରାଷ୍ଟ୍ର, ଉତ୍ତର ପ୍ରଦେଶ, ବିହାର, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ, ଓଡ଼ିଶା, ଛତିଶଗଡ଼, ତେଲେଙ୍ଗାନା, ଆନ୍ଧ୍ର ପ୍ରଦେଶ ଏବଂ କର୍ଣ୍ଣାଟକର ଉତ୍ତର ଅଂଶ ଏବଂ ତାମିଲନାଡୁ ଅନ୍ତର୍ଭୁକ୍ତ ରହିଛି ।
 
ଚଳିତଥର ମୌସୁମୀରେ ଏଲ୍‌ ନିନୋ ସମ୍ଭାବନା ନାହିଁ ବୋଲି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସ୍ପଷ୍ଟ କହିଛନ୍ତି ।

By Nirvay

Leave a Reply

Your email address will not be published. Required fields are marked *