ଆସନ୍ତା ୨୪ରେ ପଞ୍ଚାୟତିରାଜ ଦିବସରେ ପୁରୀ ଠାରେ ଦିଆଯିବ ସୁଭଦ୍ରା ଟଙ୍କା । ୧ ଲକ୍ଷ ୭୦ ହଜାର ମହିଳା ପାଇବେ ଏହି ସୁଭଦ୍ରା ଟଙ୍କା। ଏକା ସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ। ଯେଉଁମାନେ ନୂଆ ଆବେଦନ କରିଛନ୍ତି, ସେମାନଙ୍କୁ ମିଳିବ ଏହି ଟଙ୍କା ।

ଏହା ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସୁଭଦ୍ରାକୁ ନେଇ ପୁଣି ହେବ ସର୍ଭେ । ଅଯୋଗ୍ୟ ହିତାଧିକାରୀଙ୍କ ସର୍ଭେ ପରେ ତୃତୀୟ କିସ୍ତି ଦିଆଯିବ ।

By Nirvay

Leave a Reply

Your email address will not be published. Required fields are marked *