deb-prasad-dash-new-director-of IMPR
ବରିଷ୍ଠ ପ୍ରଶାସନିକ ଅଧିକାରୀ ଦେବ ପ୍ରସାଦ ଦାଶ, ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ ଭାବେ ନିଯୁକ୍ତ ହୋଇଛନ୍ତି ।
 
ଦେବ ପ୍ରସାଦ ଦାଶ ବର୍ତ୍ତମାନ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସ୍ଵତନ୍ତ୍ର ସଚିବ ଭାବେ କାର୍ଯ୍ୟ କରୁଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ ଭାବେ ତାଙ୍କୁ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି ।
 
୨୦୨୫ ଫେବ୍ରୁଆରି ୨୮ରେ ସରୋଜ କୁମାର ସାମଲ ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ଭାବେ ଅବସର ଗ୍ରହଣ କରିବା ପରଠାରୁ ଏହି ପଦବୀ ଖାଲି ପଡ଼ିଥିଲା ।

By Nirvay

Leave a Reply

Your email address will not be published. Required fields are marked *