ବ୍ୟକ୍ତିଗତ ସହାୟକ (ପିଏ) ଦେବନାରାୟଣ ପଣ୍ଡା ମୃତ୍ୟୁ ମାମଲାରେ ଆଇଏଏସ୍ ମନିଷ ଅଗ୍ରୱାଲଙ୍କୁ ଝଟକା ଲାଗିଛି । ଓଡିଶା ହାଇକୋର୍ଟରେ ମନୀଷ ଅଗ୍ରୱାଲଙ୍କ ଆଗୁଆ ଜାମିନ ଆବେଦନ ଖାରଜ ହୋଇଯାଇଛି । ତତ୍କାଳୀନ ମାଲକାନଗିରି ଜିଲ୍ଲାପାଳ ମନିଷ କାର୍ଯ୍ୟ କରୁଥିବା ସମୟରେ ତାଙ୍କର ପିଏ ଦେବ ନାରାୟଣ ପଣ୍ଡା ୨୦୧୯ରେ ନିଖୋଜ ହୋଇଯାଇଥିଲେ । ନିଖୋଜ ହେବାର ଦିନକ ପରେ ତାଙ୍କର ମୃତ ଦେହ ସତିଗୁଡ଼ା ଡ୍ୟାମରୁ ଉଦ୍ଧାର କରାଯାଇଥିଲା । ତେବେ ମୃତ ଦେବନାରାୟଣ ପଣ୍ଡାଙ୍କ ସ୍ତ୍ରୀ ହତ୍ୟା ଅଭିଯୋଗ ଆଣିଥିଲେ । ମାମଲାର ଅନ୍ୟ ୨ ଜଣ ଅଭିଯୁକ୍ତଙ୍କ ବି ଜାମିନ ଆବେଦନ ଖାରଜ ହୋଇଛି । Post navigation ବର୍ଷାଙ୍କୁ ଭରଣପୋଷଣ କିମ୍ବା କ୍ଷତିପୂରଣ ଦେବେନି ଅନୁଭବ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଚିଠି