କେନ୍ଦ୍ରୀୟ ଡେପୁଟେସନ୍ରେ ଯିବେ ଓଡ଼ିଶା କ୍ୟାଡରର ଦୁଇ ବରିଷ୍ଠ ଆଇପିଏସ୍ ଅଫିସର ରବି କାନ୍ତ ଓ ମିତ୍ରଭାନୁ ମହାପାତ୍ର । ଗୃହ ମନ୍ତ୍ରାଳୟ ପକ୍ଷରୁ ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁଯାୟୀ ବିଏସଏଫ ଆଇଜି ଭାବେ ରବି କାନ୍ତ ଏବଂ ବିଏସଏଫ ଡିଆଇଜି ଭାବେ ମିତ୍ରଭାନୁ ମହାପାତ୍ର ଡେପୁଟେସନରେ ଯିବେ । ଦୁଇଜଣ ଆଇପିଏସ୍ ଅଧିକାରୀ ଓଡିଏସ ହୋମରେ ପୋଷ୍ଟିଂ କରାଯାଇଥିଲା । Post navigation ଶ୍ରୀମନ୍ଦିରରେ ନିୟୋଜିତ ହେଲେ ସ୍ୱତନ୍ତ୍ର ସୁରକ୍ଷା ବାହିନୀ ପହଲଗାମ ଆତଙ୍କୀ ଆକ୍ରମଣ ଘଟଣା: ପ୍ରଶାନ୍ତ ଶତପଥୀଙ୍କ ଘରେ ନିଆ ଟିମ୍