ପୁରୀରେ ଅନ୍ତର୍ଜାତୀୟ ବିମାନବନ୍ଦର ନିର୍ମାଣ ପାଇଁ କେନ୍ଦ୍ର ସରକାର ମଞ୍ଜୁରୀ ପ୍ରଦାନ କରିଛନ୍ତି । ବିମାନ ବନ୍ଦରକୁ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମମୋହନ ନାଇଡୁ ଅନୁମୋଦନ କରିଛନ୍ତି ।
 
ଏହି ବିମାନ ବନ୍ଦର ହେବା ଫଳରେ ଭାରତର ପ୍ରମୁଖ ସହରକୁ ସିଧାସଳଖ ଯୋଗାଯୋଗ ବୃଦ୍ଧି ହେବ ।
 
ପୁରୀରେ ଏକ ବିମାନବନ୍ଦର ପ୍ରତିଷ୍ଠା ନିଷ୍ପତ୍ତି ଏହି ଅଞ୍ଚଳରେ ଧାର୍ମିକ ପର୍ଯ୍ୟଟନ, ଆଞ୍ଚଳିକ ବିକାଶ ଏବଂ ସାମଗ୍ରିକ ସଂଯୋଗୀକରଣକୁ ଏକ ପ୍ରମୁଖ ପ୍ରୋତ୍ସାହନ ପ୍ରଦାନ କରିବ ।

By Nirvay

Leave a Reply

Your email address will not be published. Required fields are marked *