ଜଳଖିଆରେ ପାଳୁଅ ଲଡ଼ୁକୁ ସାମିଲ କରିବାକୁ ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ନିବେଦନ କରାଯାଇଛି । ସରକାରୀ କାର୍ଯ୍ୟକ୍ରମରେ ଜଳଖିଆରେ ‘ପାଳୁଅ ଲଡୁ’ ସାମିଲ କରିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସରକାରୀ ବିଭାଗକୁ ଜିଲ୍ଲାପାଳଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି । ପାଳୁଅ ଲଡ଼ୁକୁ ଜିଆଇ ମାନ୍ୟତା ପ୍ରଦାନ ପାଇଁ ପ୍ରଶାସନିକ ସ୍ତରରେ ଉଦ୍ୟମ କରାଯାଉଥିବାରୁ ପାରମ୍ପରିକ ଖାଦ୍ୟର ପ୍ରଚାର ପ୍ରସାର ଉପରେ ଗୁରୁତ୍ୱ ଦେଇ ପ୍ରଶାସନିକ ସ୍ତରରେ ଏ ପ୍ରକାର ନିଷ୍ପତ୍ତି ନିଆଯାଇଛି । Post navigation ସମାଜ କଲ୍ୟାଣ ବୋର୍ଡର ଗଠନ ଓ କାର୍ଯ୍ୟକଳାପର ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା