hydrogen-buses-to-run-in-bhubaneswar
କମିବ ଡିଜେଲ ବସ ବ୍ୟବହାର, ରାଜଧାନୀ ଭୁବନେଶ୍ୱରରେ ଚାଲିବ ହାଇଡ୍ରୋଜେନ ବସ । ପ୍ରାରମ୍ଭିକ ଭାବେ ୩ଟି ହାଇଡ୍ରୋଜେନ୍ ବସ ଚାଲିବ ।
 
ହାଇଡ୍ରୋଜେନ ପ୍ରସ୍ତୁତ ପାଇଁ ସ୍ୱେରେଜ ୱାଟର ବ୍ୟବହାର ହେବ । ଏ ନେଇ ଏମଓୟୁ ସରିଥିବା ସୂଚନା ଦେଇଛନ୍ତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ।
 
ମନ୍ତ୍ରୀ ଏପୁଣି କହିଛନ୍ତି ଯେ ଭୁବନେଶ୍ୱରରେ ଜନଗହଳିପୂର୍ଣ୍ଣ ଟ୍ରାଫିକ ଥିବା ସ୍ଥାନରେ ଓଭରବ୍ରିଜ ନିର୍ମାଣ ହେବ । ଡିପିଆର ପ୍ରସ୍ତୁତ ପାଇଁ ବିଭାଗ ପକ୍ଷରୁ ପଦକ୍ଷେପ ଆରମ୍ଭ ହୋଇଛି ବୋଲି ମନ୍ତ୍ରୀ କହିଛନ୍ତି ।
 
 

By Nirvay

Leave a Reply

Your email address will not be published. Required fields are marked *