ଜଗତସିଂହପୁର ଜିଲା ପାରାଦ୍ୱୀପ ଲକ୍‍ ଥାନା ପାରଦ୍ୱୀପଗଡ ପ୍ଲାଣ୍ଟରେ ଅଘଟଣ  । ଆମୋନିଆ ଗ୍ୟାସ ଲିକ୍ ହୋଇ ୪ ଅସୁସ୍ଥ । ପାରାଦ୍ବୀପ ଗଡ଼ ଇଣ୍ଡଷ୍ଟ୍ରିଆଲ ଏରିଆରେ ଘଟିଛି ଘଟଣା । ଆଇସ୍ ଫ୍ୟାକ୍ଟ୍ରି ରୁ ଆମୋନିଆ ଗ୍ୟାସ ଲିକ୍ ହୋଇ ୪ ଜଣ ଅସୁସ୍ଥ ହୋଇଥିବା ଜଣାପଡିଛି ।

କମ୍ପାନୀର ହୋଷ୍ଟ ପାଇପ ଫାଟିବାରୁ ଆମୋନିଆ ଗ୍ୟାସ ଲିକ ହୋଇଥିଲା । ଗ୍ୟାସ ପ୍ରଭାବରେ ସ୍ଥାନୀୟ ଅଞ୍ଚଳରେ ଲୋକଙ୍କ ଆଖି ଓ ନାକ ପୋଡ଼ୁଥିବା ସୂଚନା ମିଳିଛି । ୪ ଜଣ ଅସୁସ୍ଥ ସ୍ଥାନୀୟ ଡାକ୍ତଖାନାରେ ଚିକିତ୍ସିତ ହେଉଥିବାର ଜଣାପଡ଼ିଛି ।

Leave a Reply

Your email address will not be published. Required fields are marked *