70-platoon-forces-will-be-deployed-during Snana Purnima
ସ୍ନାନ ପୂର୍ଣ୍ଣିମା ଏବଂ ରଥଯାତ୍ରାର ସୁରକ୍ଷା ବ୍ୟବସ୍ଥା ପାଇଁ କେନ୍ଦ୍ରାଞ୍ଚଳ ଆଇଜିଙ୍କ ଅଧ୍ୟକ୍ଷତାରେ ଗୁରୁବାର ଦିନ ଏକ ଉଚ୍ଚସ୍ତରୀୟ ସୁରକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି ।
 
ସ୍ନାନପୂର୍ଣ୍ଣିମା ଓ ରଥଯାତ୍ରା କିପରି ଶୃଙ୍ଖଳିତ ବ୍ୟବସ୍ଥା ମଧ୍ୟରେ ସମ୍ପନ୍ନ ହେବ ସେନେଇ ଆଲୋଚନା ହୋଇଥିଲା । ବୈଠକରେ ସୁରକ୍ଷା ବ୍ୟବସ୍ଥା ଓ ଟ୍ରାଫିକ୍ ପରିଚାଳନା ଉପରେ ଆଲୋଚନା କରାଯାଇଥିଲା ।
 
ଦେବସ୍ନାନ ପୂର୍ଣ୍ଣିମା ଜୁନ୍ ୧୧ ତାରିଖରେ ପଡୁଥିବାବେଳେ ଦେବସ୍ନାନ ପୂର୍ଣ୍ଣିମା ପାଇଁ ୭୦ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ କରାଯିବ । ୪ ଏସ୍‌ପି ରାଙ୍କ୍ କମାଣ୍ଡାଣ୍ଟଙ୍କ ସହ ୪୫୦ ଅଧିକାରୀ ରହିବେ ।
 

By Nirvay

Leave a Reply

Your email address will not be published. Required fields are marked *