ରାଜ୍ୟରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଓ ବଜ୍ରପାତ ନେଇ ଆଲର୍ଟ। ଝଟ୍‌କା ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦କିମି ରହିବ । ୩ ଘଣ୍ଟା ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ୭ ଜିଲ୍ଲାଗୁଡିକ ହେଲା ଖୋର୍ଦ୍ଧା, ଯାଜପୁର, ଗଞ୍ଜାମ, ମୟୂରଭଞ୍ଜ,କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକ। ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଓ ୫୦-୬୦ କିମି ବେଗରେ ପବନ ବହିବା ନେଇ ବିଭାଗ ତରଫରୁ ଆଲର୍ଟ ଜାରି ହୋଇଥିବା ବେଳେ ୟେଲୋ ଆଲର୍ଟ ଜାରି ହୋଇଥିବା ଜିଲ୍ଲାମାନଙ୍କରେ ୪୦-୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।

Leave a Reply

Your email address will not be published. Required fields are marked *