ପୁରୀର ଥାଟରାଜା ରଣାର୍ଣ୍ଣବ ଦେବଙ୍କ ଦେହାନ୍ତ। ଗଜପତି ମହାରାଜାଙ୍କ ଭାଇ ଥାଟରାଜା ରଣାର୍ଣ୍ଣବ ଦେବଙ୍କ ପରଲୋକ ।୬୭ ବର୍ଷ ବୟସରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ବିଳମ୍ବିତ ରାତିରେ ହୃଦଘାତରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଛି । ରାଜକୀୟ ପରମ୍ପରା ଅନୁଯାୟୀ କରାଯିବ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ଜଣାପଡିଛି। Post navigation ସଡ଼କ ଦୁର୍ଘଟଣାରେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସ୍ତ୍ରୀ, ଝିଅ ଆହତ ରାଜଧାନୀରେ ନାବାଳିକାଙ୍କୁ ଅପହରଣ ଉଦ୍ୟମ; ଦୁଇ ବଙ୍ଗୀୟ ଯୁବକ ଅଟକ