BMC Additional Commissioner AssaultedGlobal IndiaAI 2023 - BMC
ଭୁବନେଶ୍ଵର ମହାନଗର ନିଗମ ଅଫିସରେ ଅଭିଯୋଗ ଶୁଣାଣି ଚାଲିଥିବା ବେଳେ ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି ।
 
ସୂଚନା ଅନୁଯାୟୀ, ହଠାତ୍ ୫ ରୁ ୬ ଜଣ ବ୍ୟକ୍ତି ଆସି ଅତିରିକ୍ତ କମିଶନରଙ୍କ ଚାମ୍ବର ଭିତରେ ପଶି ତାଙ୍କୁ ମାଡ ମାରିଥିଲେ ।
 
ଏ ନେଇ ଖାରବେଳନଗର ଥାନାକୁ ଖବର ଦିଆଯାଇଥିଲା । ଘଟଣାସ୍ଥଳରେ ପୋଲିସ ପହଞ୍ଚି ସିସି ଟିଭି ଯାଞ୍ଚ କରୁଛି ।
 

By Nirvay

Leave a Reply

Your email address will not be published. Required fields are marked *