ଆସନ୍ତା ୬ ତାରିଖରେ ଖୋଲିବ ହୀରାକୁଦ ଗେଟ୍ । ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର । ଉପର ମୁଣ୍ଡରେ ପ୍ରବଳ ବର୍ଷା ହେଉନଥିବାରୁ ଚଳିତ ବର୍ଷ ଶୀଘ୍ର ଗେଟ୍ ଖୋଲିବ । ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ ହେବ। ପୂଜାର୍ଚ୍ଚନା ପରେ ସକାଳ ୧୦ଟାରେ ଗେଟ୍ ଖୋଲିବ ନେଇ ସୂଚନା ଦେଇଛନ୍ତି ହୀରାକୁଦ ମୁଖ୍ୟ ଯନ୍ତ୍ରୀ ସୁଶିଲ ବେହେରା। ସେହି ସମୟରେ ମହାନଦୀକୁ ନ ଯିବାପାଇଁ ସତର୍କ କଲେ କତୃପକ୍ଷ । ଏହା ସହ ୧୨ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଇଛନ୍ତି । ମାଇକ୍ ଯୋଗେ ତଳମୁଣ୍ଡରେ ସତର୍କ କରାଯାଉଛି । Post navigation ଆଜି ସନ୍ଧ୍ୟା ୬ଟାରୁ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ପୁରୀରେ ହୋଇ ନ ପାରେ ବିମାନ ବନ୍ଦର; ଆପତ୍ତି ଉଠାଇଲା କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରଣାଳୟ