ବିଜେପି ରାଜ୍ୟ ସଭାପତି ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆସନ୍ତା ୮ ତାରିଖରେ ବିଜେପି ପାଇବ ନୂଆ ରାଜ୍ୟ ସଭାପତି । ସେଥିପାଇଁ ଆସନ୍ତାକାଲି ନାମାଙ୍କନ ପତ୍ର ଦାଖଲ ହେବାକୁ ଥିବା ବେଳେ ୮ ତାରିଖରେ ଭୋଟ ଓ ଫଳାଫଳ ଘୋଷଣା ହେବ । ତେବେ କାଲିର ନାମାଙ୍କନ ପରେ ନିର୍ବାଚନ ନା ସହମତିରେ ସଭାପତି ସ୍ପଷ୍ଟ ହେବ ।

ତେବେ ମନମୋହନଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ବିଜେପି ରାଜ୍ୟ ସଭାପତି ପଦରେ କିଏ ବସିବ ତାହାକୁ ନେଇ  ସମସ୍ତଙ୍କ ନଜର ରହିଛି ।

Leave a Reply

Your email address will not be published. Required fields are marked *