ନନ୍ଦନକାନନରେ ନୂଆ ଅତିଥି। ନନ୍ଦନକାନନରେ ଜନ୍ମନେଲେ ଆଉ ୧୧ ହଳଦିଆ ଆନାକୋଣ୍ଡା । ଗତ ୨୯ରେ ଜନ୍ମ ନେଇଥିଲେ ୭ ହଳଦିଆ ଆନାକୋଣ୍ଡା ଶାବକ ଆଜି ଆଉ ୧୧ ହଳଦିଆ ଆନାକୋଣ୍ଡା ଜନ୍ମ ନେଇଛି । ଏହି ଶାବକ ଜନ୍ମ ହେବା ପରେ ପ୍ରାଣୀ ଉଦ୍ୟାନରେ ହଳଦିଆ ଆନାକୋଣ୍ଡା ସଂଖ୍ୟା ୨୫ ପହଞ୍ଚିଛି। ବର୍ତ୍ତମାନ ଏହି ନୂଆ ଶାବକମାନେ ଜନ୍ମ ହେବା ପରେ ନନ୍ଦନକାନନରେ ଦୁଇଟି ବୟସ୍କ ଅଣ୍ଡିରା ଆନାକୋଣ୍ଡା ରହିଥିବା ବେଳେ ୨ଟି ବୟସ୍କ ମାଈ ଆନାକୋଣ୍ଡା ରହିଛନ୍ତି । ମା’ ଆନାକୋଣ୍ଡା ସହ ଶାବକମାନେ ସୁସ୍ଥ ଥିବା ଜଣାପଡିଛି । Post navigation ତୁଳସୀ କ୍ଷେତ୍ରରେ ୩ୟ ଦିନରେ ବି ପହଞ୍ଚିନି ବ୍ରହ୍ମତାଳଧ୍ବଜ ରଥ ପ୍ରକାଶ ପାଇଲା ଯୁକ୍ତ ୨ କଟ୍ ଅଫ୍ ମାର୍କ