Naveen Patnaik Set To Return Odisha On July 12
ଆସନ୍ତା ୧୨ ତାରିଖରେ ମୁମ୍ବାଇରୁ ଓଡ଼ିଶା ଫେରିବେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ । ନବୀନଙ୍କ ରାଜନୈତିକ ସଚିବ ସନ୍ତୃପ୍ତ ମିଶ୍ର ଗଣମାଧ୍ୟମକୁ ଆଜି ଏହି ସୂଚନା ଦେଇଛନ୍ତି ।
 
ସର୍ଭାଇକାଲ ଆର୍ଥ୍ରାଇଟିସ ଅସ୍ତ୍ରୋପଚାର ପରେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ନବୀନ ପଟ୍ଟନାୟକ ଗତ ୭ ତାରିଖ ଦିନ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି ।
 
କହିରଖୁଛୁ ଯେ, ଚିକିତ୍ସା ପାଇଁ ସେ ଗତ ୨୦ ତାରିଖରେ ମୁମ୍ବାଇ ଯାଇଥିଲେ । ମୁମ୍ବାଇର କୋକିଳାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ତାଙ୍କର ସର୍ଭାଇକାଲ୍‌ ଆର୍ଥ୍ରରାଇଟସ୍‌ ଅସ୍ତ୍ରୋପଚାର କରାଯାଇଥିଲା ।
 

By Nirvay

Leave a Reply

Your email address will not be published. Required fields are marked *