ed-deputy-director-caught-by cbi while taking-bribe
ମହାନଦୀ କୋଲଫିଲ୍ଡସ୍ ଲିମିଟେଡ୍ (MCL) ର ଚିଫ୍ ଜେନେରାଲ ମ୍ୟାନେଜର ଅଖିଳେଶ ବର୍ମା ଲାଞ୍ଚ ନେଲା ବେଳେ କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (CBI) ହାତରେ ବୁଧବାର ଦିନ ରାତିରେ ଧରା ପଡ଼ିଥିଲେ ।
 
କ୍ଷତିପୂରଣ ରାଶି ରିଲିଜ୍ କରାଇ ଦେବାକୁ ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ସେ ଧରାପଡ଼ିଥିଲେ ।
 
ଏମ୍‌ସିଏଲ୍‌ର ସୁନ୍ଦରଗଡ଼ ଜିଲ୍ଲା ବସୁନ୍ଧରା ଏରିଆ ମୁଖ୍ୟ ପ୍ରବନ୍ଧକ (ଖଣି) ଅଖିଳେଶ ବର୍ମାଙ୍କୁ ସିବିଆଇ ଆଜି ଜେଲ୍‌ ପଠାଇଦେଇଛି ।
 
ସେ ୧୪ ଦିନିଆ ବିଚାର ବିଭାଗୀୟ ହାଜତରେ ରହିବେ । ଏହି ମାମଲାରେ ପରବର୍ତ୍ତୀ ଶୁଣାଣି ଆସନ୍ତା ୧୯ ତାରିଖରେ ହେବ ।
mcl-chief-manager-sent-to-jail
 

By Nirvay

Leave a Reply

Your email address will not be published. Required fields are marked *