bhakta-das-urges-to-supports-drivers-protest
ନାର୍ଯ୍ୟ ଦାବି ନେଇ ଡ୍ରାଇଭର ମହାସଂଘ ପକ୍ଷରୁ ଜାରି ରହିଥିବା ଆନ୍ଦୋଳନ କୁ ପିସିସି ସଭାପତି ଭକ୍ତ ଚରଣ ଦାସ ପୂର୍ଣ୍ଣ ସମର୍ଥନ କରିଛନ୍ତି । ଏହି ଅବସରରେ ଦାସ ରାଜ୍ୟର ପ୍ରତ୍ୟେକ ଜିଲ୍ଲାର ଜିଲ୍ଲା କଂଗ୍ରେସ ସଂଯୋଜକ ଏବଂ ନେତୃବୃନ୍ଦ ଙ୍କୁ ଡ୍ରାଇଭର ମହାସଂଘ କୁ ସହଯୋଗ କରିବା ପାଇଁ ନିବେଦନ କରିଛନ୍ତି ।
 
ଉଲ୍ଲେଖ ଯୋଗ୍ୟ ଗତକାଲି ଡ୍ରାଇଭର ମହାସଂଘ ଆନ୍ଦୋଳନକାରୀଙ୍କୁ ପିସିସି ସଭାପତି ଭକ୍ତ ଚରଣ ଦାସ ସମର୍ଥନ କରିଥିବା ବେଳେ ଆଜି ରାହୁଲ ଗାନ୍ଧୀ ମଧ୍ୟ ସମର୍ଥନ ଘୋଷଣା କରିଥିଲେ ।

By Nirvay

Leave a Reply

Your email address will not be published. Required fields are marked *