Student attempts self immolation
ବାଲେଶ୍ୱର ଜିଲ୍ଲା ଫକୀର ମୋହନ ସ୍ଵୟଂ ଶାସିତ ମହାବିଦ୍ୟାଳୟରେ ଘଟିଛି ଅଭାବନୀୟ ଘଟଣା । ନିଜ ଦେହରେ ପେଟ୍ରୋଲ ଢାଳି ନିଆ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ଛାତ୍ରୀ ।
 
ଶିକ୍ଷକଙ୍କ ନାଁରେ ଦୁର୍ବ୍ୟବହାର ଅଭିଯୋଗ ନେଇ ଧାରଣାରେ ବସିଥିଲେ ଛାତ୍ରୀ ତେବେ ହଠାତ୍ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ
 
ପ୍ରଥମେ ବାଲେଶ୍ଵର ମୂଖ୍ୟ ଚିକିତ୍ସାଳୟରେ ତାଙ୍କୁ ଭର୍ତ୍ତି କରାଯାଇଥିଲା । ପରେ ଗୁରୁତର ଅବସ୍ଥାରେ ତାଙ୍କୁ ଭୁବନେଶ୍ୱରକୁ ସ୍ଥାନାନ୍ତର କରାଯାଇଛି ।

By Nirvay

Leave a Reply

Your email address will not be published. Required fields are marked *