ଛାତ୍ରୀମାନଙ୍କୁ ସଶକ୍ତ କରିବା ଦିଗରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି । ରାଜ୍ୟରେ ଆଉ ୫ ନୂଆ ମହିଳା ଏନ୍‌ସିସି ବାଟାଲିଅନ ଖୋଲିବାକୁ ଉଚ୍ଚଶିକ୍ଷା ବିଭାଗ, ଓଡ଼ିଶା ଏନ୍‌ସିସି ନିର୍ଦ୍ଦେଶକଙ୍କୁ ଚିଠି କରିଛି । ଚିଠିରେ କ୍ୟାଡେଟ୍‌ମାନଙ୍କ ଦକ୍ଷତା ବିକାଶ ଏବଂ ପ୍ରଶିକ୍ଷଣ ଉପରେ ଗୁରୁତ୍ୱ ଦିଆଯାଇଛି ।

ରାଜ୍ୟରେ ବର୍ତ୍ତମାନ ଏନସିସି କ୍ୟାଡେଟ ସଂଖ୍ୟା ୬୩,୦୦୦ ରହିଥିବା ବେଳେ ଏହାକୁ ୯୦,୦୦୦ କୁ ବୃଦ୍ଧି କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଲକ୍ଷ୍ୟ ରଖାଯାଇଛି । ଏହାଦ୍ୱାରା ଛାତ୍ରୀମାନେ ବହୁମାତ୍ରାରେ ଉପକୃତ ହୋଇପାରିବେ ।

 

By Nirvay

Leave a Reply

Your email address will not be published. Required fields are marked *