UG First Round Merit List Out: Ravenshaw University leads across most Streams
ବାଲେଶ୍ୱର ଏଫଏମ୍ କଲେଜରେ ଛାତ୍ରୀ ଜୀବନ ହାରିବା ଘଟଣା ପରେ ମହିଳା ସୁରକ୍ଷାକୁ ଗୁରୁତ୍ୱ ଦେଇ ରେଭେନ୍ସା ବିଶ୍ୱ ବିଦ୍ୟାଳୟ ପକ୍ଷରୁ ଜାରି ହୋଇଥିବା ନୂଆ ନିର୍ଦ୍ଦେଶନାମା ଘଣ୍ଟାକ ମଧ୍ୟରେ ପ୍ରତ୍ୟାହୃତ କରିଦିଆଯାଇଛି ।
 
ସନ୍ଧ୍ୟା ସାଢ଼େ ୫ଟା ପରେ ଅଧ୍ୟାପିକା, ମହିଳା କର୍ମଚାରୀ ଓ ଛାତ୍ରୀଙ୍କୁ କ୍ୟାମ୍ପସ ଛାଡିବାକୁ ନିର୍ଦ୍ଦେଶ ଦେଇଥିଲା ରେଭେନ୍ସା ବିଶ୍ୱବିଦ୍ୟାଳୟ । ହେଲେ ନିର୍ଦ୍ଦେଶର ଘଣ୍ଟାକ ମଧ୍ୟରେ ନିଷ୍ପତ୍ତି ପ୍ରତ୍ୟାହୃତ କରିନେଇଛି ।
 
ବାଲେଶ୍ୱରର ଫକୀର ମୋହନ ସ୍ଵୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମହତ୍ୟା ଘଟଣାରେ ନାରୀ ସୁରକ୍ଷାକୁ ନେଇ ସମଗ୍ର ରାଜ୍ୟରେ ହଇଚଇ ସୃଷ୍ଟି ହୋଇଥିବାବେଳେ ରେଭେନ୍ସା ବିଶ୍ୱ ବିଦ୍ୟାଳୟ ପକ୍ଷରୁ ନୂଆ ନିର୍ଦ୍ଦେଶନାମା ଜାରି ହୋଇଥିଲା ।
 
 
 
 
 
 

By Nirvay

Leave a Reply

Your email address will not be published. Required fields are marked *