କମିସନରେଟ୍ ପୁଲିସ ଆଜି ବିଜେଡି କର୍ପୋରେଟର ଅମରେଶ ଜେନାଙ୍କ ପାଞ୍ଚ ଜଣ ସହଯୋଗୀଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତଙ୍କ ଜାମିନ କୋର୍ଟରେ ନାମଞ୍ଜୁର ହେଲା ପରେ ସେମାଙ୍କୁ ଝାରପଡ଼ା ଜେଲ୍କୁ ପଠାଇ ଦିଆ ଯାଇଛି । ଅମରେଶ ଜଣେ ନାବାଳିକାଙ୍କୁ ବିବାହର ପ୍ରତିଶୃତି ଦେଇ ଦୁଷ୍କର୍ମ କରିବା ସହ ହତ୍ୟା ଧମକ ଦେବା ନେଇ ଲକ୍ଷ୍ମୀସାଗର ଥାନାରେ ଯୁବତୀ ଜଣଙ୍କ ଅଭିଯୋଗ କରିଥିଲେ । ଅମରେଶ ଜେନା ଭୁବନେଶ୍ୱରର ୫୧ ନମ୍ବର ୱାର୍ଡର କର୍ପୋରେଟର । Post navigation ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ଟେଣ୍ଡର ବାତିଲ ପରେ ନବୀନ ପଟ୍ଟନାୟକଙ୍କ ପ୍ରତିକ୍ରିୟା ବିପଦ ସଙ୍କେତ ଉପରେ ବୈତରଣୀ ନଦୀର ବନ୍ୟା ଜଳ