Odisha govt issues notice to fake farmers
ରବି ଋତୁ ଧାନ ସଂଗ୍ରହରେ ଚାଷୀଙ୍କ ମିଥ୍ୟା ତଥ୍ୟ ଧରାପଡ଼ିବା ପରେ ମିଥ୍ୟା ତଥ୍ୟ ଦେଇଥିବା ଚାଷୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି ରାଜ୍ୟ ସରକାର ।
 
୧ ଲକ୍ଷ ୮୧ ହଜାର ୬୮୪ ଟି ପ୍ଲଟ୍‌ରେ ଚାଷ ହୋଇନଥିବା ସୂଚନା ମିଳିଛି । ସାଟେଲାଇଟ ସର୍ଭେରେ ଚାଷୀଙ୍କ ମିଥ୍ୟା ତଥ୍ୟ ଧରାପଡ଼ିଥିଲା ।
 
ଏନେଇ ୭ ଦିନ ଭିତରେ ସ୍ପଷ୍ଟୀକରଣ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ସ୍ପଷ୍ଟୀକରଣ ନ ରଖିଲେ ବର୍ଷେ ପାଇଁ ଧାନ ସଂଗ୍ରହରୁ ବାଦ୍‌ ପଡ଼ିବେ ଚାଷୀ ।
 
ଜମିରେ ଚାଷ ନକରି ଏହି ଚାଷୀମାନେ ୨୦୨୪-୨୫ ରବି ଋତୁ ଧାନ ସଂଗ୍ରହ ପାଇଁ ପଞ୍ଜିକରଣ କରିଥିଲେ ।

By Nirvay

Leave a Reply

Your email address will not be published. Required fields are marked *