Manmohan Samal-mourns-Bibhuti Bhusan Singh Mardaraj's-death
ଖଣ୍ଡପଡା ରାଜା, ପୂର୍ବତନ ମନ୍ତ୍ରୀ, ପୂର୍ବତନ ଉପ ବାଚସ୍ପତି ତଥା ପୂର୍ବତନ ବିଧାୟକ ବିଭୁତି ଭୂଷଣ ମର୍ଦ୍ଦରାଜଙ୍କ ବିୟୋଗରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଶୋକ ପ୍ରକାଶ କରିଛନ୍ତି ।
 
ଜଣେ ପରୋପକାରୀ ନେତା ରୂପେ ବିଭୁତି ଭୂଷଣ ମର୍ଦ୍ଦରାଜଙ୍କ ସୁନାମ ଥିଲା । ସ୍ୱର୍ଗତଃ ମର୍ଦ୍ଦରାଜଙ୍କ ବିୟୋଗ କେବଳ ଖଣ୍ଡପଡା ନୁହେଁ, ସମଗ୍ର ଓଡିଶା ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ରାଜ୍ୟ ସଭାପତି ମନମୋହନ ସାମଲ ଶୋକ ବ୍ୟକ୍ତ କରି କହିଛନ୍ତି ।

By Nirvay

Leave a Reply

Your email address will not be published. Required fields are marked *