Congress protests against State Election Commission, Odisha
ଆସନ୍ତା ୪ ତାରିଖରେ ରାଜ୍ୟ ନିର୍ବାଚନ କମିଶନ ଆଗରେ ଧାରଣା ଦେବ କଂଗ୍ରେସ । ଭୋଟ ଚୋରି ଅଭିଯୋଗରେ କଂଗ୍ରେସର PAC ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ।
 
କଂଗ୍ରେସ ଭବନରୁ ନିର୍ବାଚନ କମିଶନ ଯାଏଁ ଏହି ପଦଯାତ୍ରାରେ ହେବ । ରାଜ୍ୟ ପ୍ରଭାରୀ ଅଜୟ କୁମାର ଲଲ୍ଲୁ ଓ ପିସିସି ସଭାପତି ଭକ୍ତ ଦାସ ଏନେଇ ସୂଚନା ଦେଇଛନ୍ତି ।
 
କହିରଖୁଛୁ ଯେ, କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ଲଗାଯାଇଥିବା ‘ଭୋଟ ଚୋରି’ ଅଭିଯୋଗ ଏବଂ ବିହାରରେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ ପ୍ରସଙ୍ଗରେ ଧାରଣା ଦେବ କଂଗ୍ରେସ ।

By Nirvay

Leave a Reply

Your email address will not be published. Required fields are marked *