ଭୁବନେଶ୍ବର ବାଇପାସ୍‌କୁ ନେଇ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି । ଓଡ଼ିଶାବାସୀ ବିଶେଷକରି ଭୁବନେଶ୍ବର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ । ମୋଦି କହିଛନ୍ତି ଓଡିଶା ପାଇଁ ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପକୁ ଆଜି କ୍ୟାବିନେଟରେ ମଞ୍ଜୁରୀ ମିଳିଛି । ଏହା ସ୍ଥାନୀୟ ବାସିନ୍ଦାଙ୍କ ଜୀବନଶୈଳୀକୁ ସୁଗମ କରିବା ବୋଲି ଆଶା କରୁଛି ।

ସୂଚନା ଯୋଗ୍ୟ, ଭୁବନେଶ୍ବର-କଟକ ରିଙ୍ଗ ରୋଡକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ ।  ୬ଲେନ ବିଶିଷ୍ଟ ୧୧୧ କିମି ବାଇପାସ ନିର୍ମାଣ ହେବ ।  ଏଥିପାଇଁ ୮୩୦୭ କୋଟି ଟଙ୍କା ବ୍ୟୟ ଅଟକଳ ହେବ ।

Leave a Reply

Your email address will not be published. Required fields are marked *