Kharge dials Naveen Patnaik, enquires about his health
କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ ବୁଧବାର ଦିନ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସହ ଫୋନ୍‌ରେ କଥା ହୋଇଛନ୍ତି ।
 
ଖଡ୍‌ଗେ ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କରିଛନ୍ତି ।
 
କହିରଖୁଛୁ ଯେ, ଶୁକ୍ରବାର ସନ୍ଧ୍ୟାରେ ନବୀନ ଡିହାଇଡ୍ରେଶନ ଜନିତ ଅସୁସ୍ଥତା ଅନୁଭବ କରିଥିବାରୁ ସମ୍‌ ଅଲ୍ଟିମେଟ୍‌ ହସ୍ପିଟାଲ ରେ ଏକ ଡାକ୍ତରୀ ଦଳ ନବୀନଙ୍କ ଚିକିତ୍ସା କରୁଛନ୍ତି ।

By Nirvay

Leave a Reply

Your email address will not be published. Required fields are marked *