naveen discharged from hospital
ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଆଜି ମେଡିକାଲ୍‌ରୁ ଡିସ୍‌ଚାର୍ଜ ହୋଇଛନ୍ତି । ସୁସ୍ଥ ହେବା ପରେ ଘରୋଇ ମେଡ଼ିକାଲ୍‌ରୁ ସିଧା ସେ ନବୀନ ନିବାସ ଯାଇଛନ୍ତି ।
 
କହିରଖୁଛୁ ଯେ, ଶୁକ୍ରବାର ସନ୍ଧ୍ୟାରେ ନବୀନ ଡିହାଇଡ୍ରେଶନ ଜନିତ ଅସୁସ୍ଥତା ଅନୁଭବ କରିଥିଲେ । ତେଣୁ ଅଧିକ ପରୀକ୍ଷାନିରୀକ୍ଷା କରିବା ଲାଗି ଗତ ୧୭ ତାରିଖ ଅପରାହ୍ନରେ ସେ ସମ୍‌ ଅଲ୍ଟିମେଟ୍‌ ହସ୍ପିଟାଲରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଥିଲେ

By Nirvay

Leave a Reply

Your email address will not be published. Required fields are marked *