Orissa High Court Imposes Restrictions on Cuttack Durga Puja
କଟକର ପ୍ରସିଦ୍ଧ ଦୁର୍ଗାପୂଜା ମଣ୍ଡପଗୁଡ଼ିକରେ ମୂର୍ତ୍ତିର ଉଚ୍ଚତା କେତେ ରହିବ ସେ ନେଇ ଓଡିଶା ହାଇକୋର୍ଟ କଟକଣା ଜାରି କରିଛନ୍ତି ।
 
ସୁଉଚ୍ଚ ତୋରଣ ସହିତ ଇଲେକ୍ର୍ଟିକ ଗେଟ୍‌ ନିର୍ମାଣ ଉପରେ ଵି କଟକଣା ଜାରି କରିଛନ୍ତି ହାଇକୋର୍ଟ ।
 
ତେବେ ଲୋକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଗେଟ୍‌ ନିର୍ମାଣ ଅନୁମତି ଦେଇଛନ୍ତି ହାଇକୋର୍ଟ । ସେହିପରି ୬୫ ଡେସିବଲ୍‌ ସାଉଣ୍ଡ ମଧ୍ୟରେ ଡିଜେ ବଜାଇବା ପାଇଁ ଅନୁମତି ଦେଇଛନ୍ତି ହାଇକୋର୍ଟ ।

By Nirvay

Leave a Reply

Your email address will not be published. Required fields are marked *