ଆସନ୍ତାକାଲି ପୁଣି ଖୋଲିବ ହୀରାକୁଦ ଜଳଭଣ୍ଡାର ଗେଟ୍ । ଜଳଭଣ୍ଡାରରେ ଜଳସ୍ତର ବଢୁଥିବାରୁ ଗେଟ୍ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି କର୍ତ୍ତୃପକ୍ଷ । ଏନେଇ ହୀରାକୁଦ ଜଳଭଣ୍ଡାର ମୁଖ୍ୟ ଯନ୍ତ୍ରୀ ସୁଶୀଲ କୁମାର ବେହେରା ସୂଚନା ଦେଇଛନ୍ତି । ଉପର ମୁଣ୍ଡରେ ପ୍ରବଳ ବର୍ଷା ହେଉଥିବାରୁ ଜଳଭଣ୍ଡାର ଫୁଲୁଥିବା ସୂଚନା ମିଳିଛି । Post navigation ଦ୍ଵିତୀୟ ଶ୍ରେଣୀ ଛାତ୍ରୀଙ୍କୁ ଶ୍ରେଣୀ ଗୃହରେ ତାଲା; ରାତି ସାରା ସ୍କୁଲ ଝରକାରେ ଝୁଲି ରହିଲେ ଛାତ୍ରୀ ନବୀନ ନିବାସରେ ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ଆଲୋଚନା