odisha-makes-bsnl-services-compulsory-in-all-govt-offices
ରାଜ୍ୟ ସରକାର ଭାରତ ସଂଚାର ନିଗମ ଲିମିଡେଟ୍‌ (BSNL) ନେଟ୍‌ୱର୍କକୁ ମଜବୁତ କରିବା ପାଇଁ ପଦକ୍ଷେପ ଗ୍ରହଣ କରିଛନ୍ତି । ଏଣିକି ସରକାରୀ କାର୍ଯ୍ୟାଳୟରେ ବିଏସ୍‌ଏନ୍‌ଏଲ୍‌ ନେଟୱାର୍କ ବ୍ୟବହାର ବାଧ୍ୟତାମୂଳକ ବୋଲି ନିର୍ଦ୍ଦେଶନାମା ଜାରି କରିଛନ୍ତି ରାଜ୍ୟ ସରକାର ।
 
ଏନେଇ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ବିଭାଗ ପକ୍ଷରୁ ସମସ୍ତ ସରକାରୀ ପ୍ରତିଷ୍ଠାନକୁ ଚିଠି ହୋଇଛି । କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ପରେ ଇଲୋକ୍ଟ୍ରୋନିକକ୍ସ ଓ ସୂଚନା ପ୍ରଯୁକ୍ତି ବିଭାଗ ସବୁ ବିଭାଗକୁ ଚିଠି ଲେଖିଛି ।
 
ଏହି ଆଧାରରେ BSNL ବ୍ରଡ୍‌ବ୍ୟାଣ୍ଡ, ଲ୍ୟାଣ୍ଡଲାଇନ୍, ଲିଜ୍‌ ଲାଇନ୍‌ ସେବା ବ୍ୟବହାର ହେବ ।

By Nirvay

Leave a Reply

Your email address will not be published. Required fields are marked *