Road Repair Work to Be Completed Before Oct 20 in odisha
ଆଗକୁ ଦୁର୍ଗାପୂଜା। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଥିବା ବେଳେ ପୂଜା ପୂର୍ବରୁ ସମସ୍ତ ରାସ୍ତା ମରାମତି କାମ ଶେଷ ହେବ । ରାସ୍ତାଘାଟରେ ଥିବା ଖାଲଖମା ପୂର୍ଣ୍ଣ ହେବ ।
 
ଟ୍ୱିନସିଟି କଟକ ଓ ଭୁବନେଶ୍ୱର ସମେତ ସବୁ ମ୍ୟୁନିସିପାଲିଟି ଅଞ୍ଚଳରେ ରାସ୍ତା ମରାମତି କାର୍ଯ୍ୟ ଆସନ୍ତା ୨୦ ତାରିଖ ପୂର୍ବରୁ ଶେଷ ହେବ ବୋଲି ପୂର୍ତ୍ତମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ କହିଛନ୍ତି ।
 
ମ୍ୟୁନିସିପାଲିଟି ଓ ମ୍ୟୁନିସିପାଲ କର୍ପୋରେସନ ସହ ମିଶି ଆଜିଠୁ କାମ ଆରମ୍ଭ ହେବ ବୋଲି ବୋଲି ମନ୍ତ୍ରୀ କହିଛନ୍ତି ।

By Nirvay

Leave a Reply

Your email address will not be published. Required fields are marked *