ଆମେରିକାର ନ୍ୟୁୟର୍କରେ ଅନୁଷ୍ଠିତ ହେବାକୁ ଥିବା ଜାତିସଂଘ ସାଧାରଣ ପରିଷଦ (UNGA) ର ଉଚ୍ଚସ୍ତରୀୟ ଅଧିବେଶନରେ ଯୋଗ ଦେବେ ନାହିଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସେପ୍ଟେମ୍ବର ୨୭ରେ ବିଶ୍ୱ ନେତାମାନଙ୍କୁ ଏହି ଅଧିବେଶନରେ ସମ୍ବୋଧିତ କରିବେ । ୟୁକ୍ରେନ ଯୁଦ୍ଧ ସମୟରେ ରୁଷରୁ ତେଲ କିଣିବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଉପରେ ୨୫ ପ୍ରତିଶତ ଶୁଳ୍କ ଲଗାଇଥିଲେ, ପରେ ପୁଣି ଆଉ ୨୫ ପ୍ରତିଶତ ଅତିରିକ୍ତ ଶୁଳ୍କ ସହିତ ଭାରତ ଉପରେ ମୋଟ ଶୁଳ୍କ ୫୦ପ୍ରତିଶତ ଶୁଳ୍କ ଲାଗୁ ହୋଇଛି । ଟାରିଫକୁ ନେଇ ଆମେରିକା-ଭାରତ ସମ୍ପର୍କ ବିଗିଡିବାରେ ଲାଗିଥିବାବେଳେ Post navigation ସବୁବେଳେ ମୋଦିଙ୍କ ବନ୍ଧୁ ହୋଇ ରହିବେ କହିଲେ ଟ୍ରମ୍ପ; ଟ୍ରମ୍ପଙ୍କ ଭାବନାକୁ ସମ୍ମାନ ଜଣାଇଲେ ମୋଦି