ନଦୀ କିମ୍ବା ଜଳାଶୟରେ ପାଇପ୍ ଲାଇନ୍ ବିଛାଇବା ଉପରେ ଲାଗିଲା କଟକଣା। ଏବେ ପାଇପ୍ ଲାଇନ୍ ବିଛାଇବା ପାଇଁ ୱାଟର୍ ବଡି କ୍ରସିଂ ଅନୁମତିପତ୍ର ଦେବା ବାଧ୍ୟତାମୂଳକ ଗାଇଡଲାଇନ୍ ସହ କଡ଼ା ନିର୍ଦ୍ଦେଶନାମା ଜାରି କଲା ଜଳ ସମ୍ପଦ ବିଭାଗ । ପାଇପ୍ ଲାଇନ୍ କରିଡର୍ ପାଇଁ ROW ଅନୁମତି ପାଇଁ ଜାରି ହୋଇଛି SOP । ଏହା ସହ ବିଭାଗୀୟ ଅଧିକାରୀ ପ୍ରସ୍ତାବଟି ଯାଞ୍ଚ କରିବା ସହ କ୍ଷେତ୍ର ପରିଦର୍ଶନ କରିବେ ।ରାସ୍ତାରେ DoWR ସମ୍ପତ୍ତି ସମେତ ସମସ୍ତ ଜଳଭଣ୍ଡାର କ୍ରସିଂ ଯାଞ୍ଚ କରାଯିବ । Post navigation ହେବ ଦ୍ବିତୀୟ ଉପନିର୍ବାଚନ; ଓଡ଼ିଶା ମୁଡର ସାର୍ଟିଫିକେଟ୍ ଦେବେ ନୂଆପଡ଼ା ଭୋଟର ବିଜେଡି ଛାଡ଼ିଲେ ପୂର୍ବତନ ସାଂସଦ ଭାସ୍କର ରାଓ