ଦିଲ୍ଲୀରୁ ଫେରିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ଓଡ଼ିଶାରେ ପହଞ୍ଚିବା ପରେ ମନମୋହନ ସାମଲ କହିଛନ୍ତି ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଓ ନିଗମ ନେଇ କୌଣସି ଆଲୋଚନା ହୋଇନାହିଁ।  ସାଂସଦ ଓ କେନ୍ଦ୍ରୀୟ ନେତୃତ୍ଵମାନଙ୍କ ସହ ଆଲୋଚନା ହୋଇଛି । ଏହା ଏକ ସ୍ୱାଭାବିକ ପ୍ରକ୍ରିୟା। ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନିଆଯିବ । ଆଲୋଚନା ହେଲେ ଖୁବଶୀଘ୍ର ଜଣାଇଦିଆଯିବ ।

ଏହା ସହ ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡି ବିରତ ରହିବା ନେଇ ପ୍ରତିକ୍ରିୟା ଦେଇ ବିଜେପି ରାଜ୍ୟ ସଭାପତି କହିଛନ୍ତି  ବିଜେଡିର ଦଳୀୟ ନିଷ୍ପତ୍ତି, ବିଜେପି ନିଜ ରାସ୍ତାରେ ଅଛି ।

Leave a Reply

Your email address will not be published. Required fields are marked *