ଜିଏସ୍ଟି ହ୍ରାସ ପରେ ସଂଶୋଧିତ ମୂଲ୍ୟ ଉଲ୍ଲେଖ କରିବାକୁ ନିର୍ଦ୍ଦେଶ। ସାମଗ୍ରୀ ଉପରେ ସଂଶୋଧିତ ମୂଲ୍ୟ ଲେଖିବା ବାଧ୍ୟତାମୂଳକ। ସମସ୍ତ ଉତ୍ପାଦକ, ପ୍ୟାକର୍ ଓ ଆମଦାନୀକାରୀଙ୍କୁ କେନ୍ଦ୍ରର ନିର୍ଦ୍ଦେଶ । ଏନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ମନ୍ତ୍ରୀ କହିଛନ୍ତି ଜିଏସ୍ଟି ସବୁ ଥିରୁ କମିଲା । ଜିଏସ୍ଟି ସଂଶୋଧନ ହେବା ପୂର୍ବରୁ ସାମଗ୍ରୀରେ ନୂଆ ଦର ଉଲ୍ଲେଖ ଜରୁରୀ । ହ୍ରାସ ପାଇଥିବା ଜିଏସ୍ଟି ଅନୁସାରେ ନୂଆ ଦର ଲାଗୁ ହେବା ଆବଶ୍ୟକ । ଚଳିତ ବର୍ଷ ଡିସେମ୍ବର ଶେଷ ସୁଦ୍ଧା ଉକ୍ତ ନିର୍ଦ୍ଦେଶନାମା ଲାଗୁ ହେବ । ପୁରୁଣା ମୂଲ୍ୟକୁ ନ ଲିଭାଇ ତା ପାଖରେ ନୂଆ ମୂଲ୍ୟ ଉଲ୍ଲେଖ ରହିବ । Post navigation ଅନ୍ତରୀଣ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ବ ନେଲେ ସୁଶୀଳା କାର୍କି ଚାଷୀଙ୍କ ସାର ସମସ୍ୟା ପ୍ରସଙ୍ଗରେ ସରକାରଙ୍କୁ ଘେରିଲେ ବିରୋଧୀ