ବଲିଉଡ୍ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ଅସୁସ୍ଥ। କଟକ ସିଡିଏର ଏକ ଘରୋଇ ହସ୍‌ପିଟାଲରେ ଭର୍ତ୍ତି । ଫୁସ୍‌ଫୁସ୍‌ ସଂକ୍ରମଣଜନିତ ସମସ୍ୟା ନେଇ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଥିବା ସୂଚନା । ତେବେ ଏବେ ବୁଦ୍ଧାଦିତ୍ୟଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା ।

ସୂଚନା ଯୋଗ୍ୟ;  କିଛି ଦିନ ହେବ ଜ୍ବର ଏକ କଫ ଜନିତ ସମସ୍ୟା ରହିଥିଲା । ତେବେ ଲଙ୍ଗସରେ ସଂକ୍ରମଣ ଯୋଗୁଁ ଦେହ ଅଧିକ ଖରାପ ହେବା ପରେ ତାଙ୍କୁ ଗତକାଲି ଡାକ୍ତଖାନାରେ ଭର୍ତ୍ତି କରାଯାଇଛି । ବୁଦ୍ଧାଦିତ୍ୟଙ୍କର ବିଭିନ୍ନ ପ୍ରକାର ପରୀକ୍ଷା କରାଯିବା ପରେ ଫୁସ୍‌ଫୁସ୍‌ ସଂକ୍ରମଣଜନିତ ସମସ୍ୟା ବୋଲି ଜଣାପଡିଥିଲା ।

Leave a Reply

Your email address will not be published. Required fields are marked *