ବର୍ତ୍ତମାନ ରାଜ୍ୟରେ ଗଠନ ହେବନି କୌଣସି ପଞ୍ଚାୟତ କି ବ୍ଲକ୍ । ଏନେଇ ଆଜି ବିଧାନସଭା ଗୃହରେ ଉତ୍ତର ରଖିଛନ୍ତି ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି ୨୫୦୧ ଗାଁର ପଡା ଗାଁ ମାନ୍ୟତା ଆବେଦନ ଖାରଜ କରିଛି ରାଜସ୍ବ ବିଭାଗ। ୫ ହଜାର ୫୬୬ ଗାଁକୁ ପଡା ଗାଁ ମାନ୍ୟତା ଦେବାକୁ ରାଜସ୍ୱ ବିଭାଗ ପାଖରେ ଆବେଦନ ହୋଇଥିଲା। ଅବଶିଷ୍ଟ ୧୧୭୭ ଗାଁର ପ୍ରସ୍ତାବ ବିଚାରାଧୀନ ଅଛି । ଏହାସହ ରାୟଗଡାରୁ ୨୫୬, ମାଲକାନଗିରିରୁ ୨୩୫, ଗଜପତିରୁ ୨୩୩, ଗଞ୍ଜାମର ୨୦୦ ଗାଁକୁ ପଡ଼ା ଗାଁ କରିବାର ଆବେଦନ ଖାରଜ ହୋଇଥିବା ନେଇ ଗୃହରେ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । Post navigation Swaraj Kaushal Passes Away: ସୁପ୍ରିମକୋର୍ଟର ବରିଷ୍ଠ ଅଧିବକ୍ତା ତଥା ମିଜୋରାମର ପୂର୍ବତନ ରାଜ୍ୟପାଳ ସ୍ୱରାଜ କୌଶଲଙ୍କ ପରଲୋକ BJD Press Meet: ରାଜ୍ୟର ସ୍ୱାସ୍ଥ୍ୟ ବ୍ୟବସ୍ଥା ବିଗିଡ଼ିବାରେ ଲାଗିଛି, ସରକାରଙ୍କ ନିଘା ନାହିଁ: ବିଜେଡି